ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ତେବେ ମୃତକଙ୍କ ମଧ୍ୟରେ ମାଆ ଏବଂ ଦୁଇ ପୁଅ ରହିଛନ୍ତି ।...