ସମୁଦ୍ର ଜୁଆରରେ ଭାସିଗଲେ ୩ ବଙ୍ଗୀୟ ପର୍ଯ୍ୟଟକ ଭୋଗରାଇ,୧୮ା୬(ପ୍ରଦୀପ ଦାସ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ମୁହଁଉଥିବାବେଳେ ମୌସମୀ ବାୟୁ ସକ୍ରିୟ ହୋଇ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତରେ ମଙ୍ଗଳବାରଠୁ ବୁଧବାର ପର୍ଯ୍ୟନ୍ତ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏଭଳିସ୍ଥିତିରେ ସମୁଦ୍ର ଉତ୍ତାଳ...