ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ
ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼ ଜିଲା ବାଣୀଗୋଚ୍ଛା ଥାନା ଅଧୀନ ଘଞ୍ଚ ଜଙ୍ଗଲ ଦେଇଯାଇଥିବା ୫୭ ନମ୍ବର ଜାତୀୟ…

