ତୃତୀୟ ଟି-୨୦ ପାଇଁ ପ୍ଲେଇିଂ ଏକାଦଶରେ ୩ ବଡ଼ ପରିବର୍ତ୍ତନ; ଏହି ୧୧ ଜଣ ଖେଳାଳିଙ୍କୁ ନେଇ ମଇଦାନକୁ ଓହ୍ଲାଇଛି ଟିମ ଇଣ୍ଡିଆ
ନୂଆଦିଲ୍ଲୀ,୨୭।୧୦: ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ୱେଲିଂଟନର ହେନରୀ ଷ୍ଟାଡିୟମରେ, ପ୍ରଥମେ ବ୍ୟାଟିଂ କରିବା ଅପେକ୍ଷା ପରେ ବ୍ୟାଟିଂ କରି (ଲକ୍ଷ୍ୟ ପିଛା କରି) ଜିତିବାର ରେକର୍ଡ ଅଧିକ ଭଲ ରହିଛି। ଭାରତୀୟ ଦଳ ନିଜର…

