ଆଜି ସକାଳୁ ବୃଷ ରାଶିରେ ପ୍ରବେଶ କଲେ ଚନ୍ଦ୍ର: ମେଷ ସମେତ ୪ ରାଶିଙ୍କ ଜୀବନରେ ଆସିବ ବଡ଼ ଖବର, ପଢନ୍ତୁ କ’ଣ ଘଟିବ… ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଦେବଙ୍କୁ ମନ, ମାତା ଓ ଅର୍ଥର କାରକ ଭାବେ ବିବେଚନା କରାଯାଏ। ୩ ସେପ୍ଟେମ୍ବର ୨୦୨୬ରେ ଚନ୍ଦ୍ରମା ମେଷ ରାଶିରୁ ବାହାରି ନିଜର ଉଚ୍ଚ ରାଶି ବୃଷରେ ପ୍ରବେଶ କରିଛନ୍ତି। ଏହି ଗୋଚର ସକାଳ ୭ଟା ୨୬ ମିନିଟରେ…