କଲେଜ ଫେୟାରଓ୍ବେଲ୍ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା… ଜଗତ୍ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି ସକାଳୁ କାଦୁଆପଡ଼ାସ୍ଥିତ ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟକୁ ବାହାରି ଯାଇଥିଲେ ଜଗତ୍ସିଂହପୁର ନିକଟ ଅଳସୁଦା…