୩ବର୍ଷର ଶିଶୁଙ୍କୁ କଚାଡ଼ି ହତ୍ୟା: ପାରିବାରିକ କଳହର କରୁଣ ପରିଣତି କେନ୍ଦୁଝର,୨୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ନହବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ କଳହକୁ ନେଇ ଜଣେ ୩ ବର୍ଷର ଶିଶୁଙ୍କୁ କଚାଡ଼ି ହତ୍ୟା କରାଯାଇଛି। ପୋଲିସ ମଙ୍ଗଳବାର ସକାଳେ ମୃତଦେହ ଥାନା...