ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ ଯୁତି କୁହାଯାଏ । ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, ଭିନ୍ନ ଗ୍ରହଙ୍କ ଯୁତିର ପ୍ରଭାବ…

