ହୀରାକୁଦର ୩୦ ଗେଟ୍ ଖୋଲିଲା
ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍ ୬ ଲକ୍ଷ ଘନଫୁଟ୍ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍ ଗେଟ୍କୁ ଖୋଲି ଦିଆଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାଶର୍ବର ୨୦ ଓ ଦକ୍ଷିଣ…

