ନାଇଜେରିଆରେ ବଡ଼ ଆକ୍ରମଣ, ଗୁଳି ମାଡ଼ରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ଅବୁଜା,୪।୧ : ନାଇଜେରିଆର ଏକ ଗାଁକୁ ବନ୍ଧୁକଧାରୀମାନେ ପୁଣି ଥରେ ଟାର୍ଗେଟ କରିଛନ୍ତି । ରିପୋର୍ଟ ଅନୁଯାୟୀ ଅତି କମରେ ୩୦ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଅନ୍ୟପଟେ ଅନେକଙ୍କୁ ଅପହରଣ କରାଯାଇଥିବା ଜଣାପଡିଛି । ଗତ...