ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍ଏସ୍ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ ନଡ଼ିଆ ବାହୁଙ୍ଗାରେ ନିର୍ଧୂମ ପିଟିବା ଘଟଣାର ଅନୁଧ୍ୟାନ କରିଛନ୍ତି ରାଜ୍ୟ ଶିଶୁ ସୁରକ୍ଷା…