ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ ବରଗଡ଼,୨୦ା୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡ଼ିତା ଏବେ ମଧ୍ୟ ଭୀମସାର୍, ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାରେ ସୋମବାର ବରଗଡ଼ ଟାଉନ…