ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତ ୩୫ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ…
ଗୁଆହାଟୀ,୨୫ା୧- ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ କ୍ରିକେଟ୍ ମ୍ୟାଚ୍ରେ ଭାରତୀୟ ଓପ୍ନର ଅଭିଷେକ ଶର୍ମା ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାତ୍ର ୧୪ ବଲ୍ରେ ୫ ଚୌକା ଓ ୪ ଛକା ବଳରେ ୫୧ ରନ୍ କରିଥିଲେ।…
ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍କୁ ଭାରତ ୮ ଉଇକେଟରେ ଜିତି ନେଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୫୪ ରନର ବିଜୟ ଲକ୍ଷ୍ୟକୁ…
Archives
Model This Week
ପିଲାଙ୍କ ଧରିତ୍ରୀ