Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା? ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ କ୍ରୋଧିତ ହେଉଥିବା ଦେଖାଯାଇଥିଲା। ଲାଇଭ୍ ମ୍ୟାଚ୍ ସମୟରେ ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା...