ପୁଣି ଦେଶକୁ ଫେରିଲା କରୋନା: ଅଧାରେ ଅଟକିଲା ଶଙ୍କରଙ୍କ ଚାରିଧାମ ଯାତ୍ରା ଦାରିଙ୍ଗବାଡ଼ି,୨୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶଙ୍କରଙ୍କ ଚାରିଧାମ ଯାତ୍ରା ଅଧାରୁ ଅଟକିଛି। ସେ ବୁଧବାର ହରିୟାଣାର ସଫଲାଠାରୁ ନିଜ ଯାତ୍ରାକୁ ବନ୍ଦ କରିଛନ୍ତି। ଘରୁ ବାହାରିବାର ୫୯ ଦିନରେ ତାଙ୍କ ଯାତ୍ରା ବନ୍ଦ ହୋଇଯାଇଛି। ସେ ଆଗକୁ ଯାତ୍ରାରେ...