ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍ ଖୋଲି ଦିଆଯାଇଛି।…