ଭୁବନେଶ୍ୱର,୧୮ା୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା 'ଅକ୍ୱାନ'ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ବାତ୍ୟା ପ୍ରଭାବିତ ହେବାକୁ ଥିବା ୪ଟି ପ୍ରମୁଖ…