ନକଲି ସୁନା ଦେଇ ୪ ଲକ୍ଷ ଟଙ୍କା ଲୁଟ୍, ୪ ଅଭିଯୁକ୍ତଙ୍କୁ ଗିରଫ କରି…
ଭବାନୀପାଟଣା,୮ା୧୧(ଉତ୍ତମ କୁମାର ଦାଶ): ବିକ୍ରି କରିବା ବାହାନାରେ ନକଲି ସୁନା ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଲୁଟି ନେବା ଅଭିଯୋଗରେ ରବିବାର ଭବାନୀପାଟଣା ସଦର ଥାନା ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

