ଚାରି ମାସର ଉଚ୍ଚ ସ୍ତରରେ ସୁନା ଦାମ୍; ଇସ୍ରାଏଲ-ହମାସ ଯୁଦ୍ଧ ଏବଂ ଡଲାର ରେଟ୍ ହ୍ରାସର ପ୍ରଭାବ ନୂଆଦିଲ୍ଲୀ, ୨୦/୧୦: ସୁନା ଏବଂ ରୁପା ଦାମରେ ଶୁକ୍ରବାର ବୃଦ୍ଧି ପରିଲକ୍ଷିତ ହୋଇଛି, ଯେତେବେଳେ କି ଗତ କାଲି ଏଥିରେ ହ୍ରାସ ଦଖିବାକୁ ମିଳିଥିଲା। ଇସ୍ରାଏଲ ହମାସ ୟୁଦ୍ଧ ମଧ୍ୟରେ ୟୁଏସ ଫେଡେରାଲ ରିଜର୍ଭ ସୁଧ ହାର ସମ୍ପର୍କିତ କଠୋର...