ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ… ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ କରିବା ପାଇଁ ସ୍ବତନ୍ତ୍ର ଅନୁମତି ପ୍ରଦାନ କରିଛି। ଭାରତ ବିଶ୍ୱର ତୃତୀୟ ବୃହତ୍ତମ…