ସୁପର-୮ରେ ଟିମ୍ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି… ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଲିଗ ପର୍ଯ୍ୟାୟରେ ଉଭୟ ଦଳ ନିଜ…