ଖୋର୍ଦ୍ଧାରେ ୪୦.୬୪ ମିଲିମିଟର ବର୍ଷା ରେକର୍ଡ
ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଅକ୍ଟୋବର ୨୭ରୁ ୨୮ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷା ରେକର୍ଡ କରାଯାଇଛି। ଜିଲାର ୧୪ଟି ବର୍ଷା ମାପ କେନ୍ଦ୍ରରେ ହାରାହାରି ୪୦.୬୪ ମିଲିମିଟର ବର୍ଷା ହୋଇଥିବା ତଥ୍ୟରୁ ଜଣାପଡ଼ିଛି। ରିପୋର୍ଟ…

