ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫ ଟି…