ସଙ୍କଟରେ ୪୨ ମୌଜା କାଠଯୋଡ଼ି ନଦୀର ଝିଙ୍କିରିଆ ସେତୁ
କଟକ ସଦର,୨୦ା୧୧(ସୁଶାନ୍ତ କୁମାର ଜେନା): ୪୨ ମୌଜାର ଜୀବନ ରେଖା କୁହାଯାଉଥିବା କାଠଯୋଡ଼ି ନଦୀର ଝିଙ୍କିରିଆ ସେତୁଟି ଏବେ ସଙ୍କଟଜନକ ପରିସ୍ଥିତିରେ ରହିଛି। ୪୦ ବର୍ଷ ତଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦାରା ନିର୍ମିତ ସେତୁର ଖୁଣ୍ଟ ନିକଟରୁ ପ୍ରତ୍ୟେକ ଦିନ…

