୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ… ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି । ଏହି ପଦକ୍ଷେପ ପଛରେ ଇଦ୍ ପର୍ବକୁ କାରଣ ଭାବରେ ଦର୍ଶାଯାଇଛି । ରିପୋର୍ଟ…