୫ ଜଣଙ୍କୁ ଚାପିଦେଲା ଟ୍ରେନ୍, ଖଣ୍ଡଖଣ୍ଡ ହୋଇଗଲା ଶରୀର ଲକ୍ଷ୍ନୌ,୫ା୧୧: ଉତ୍ତରପ୍ରଦେଶର ମିର୍ଜାପୁର ଜିଲାରେ ବୁଧବାର ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ଚୁନାର ରେଳ ଷ୍ଟେଶନରେ ପ୍ରାୟ ୫ ଜଣ ଲୋକ ଟ୍ରେନ୍ରେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା...