ଡାଇବେଟିସ୍ ରୋଗୀଙ୍କ ପାଇଁ ଖରାଦିନରେ ଏହି ୫ ଫଳ ସବୁଠୁ ଉପକାରୀ, ନିୟନ୍ତ୍ରଣରେ ରହିବ ବ୍ଲଡ୍ ସୁଗାର… ଡାଇବେଟିସ୍ ରୋଗୀଙ୍କ ପାଇଁ ଗ୍ରୀଷ୍ମଋତୁ ଚ୍ୟାଲେଞ୍ଜିଂ ହୋଇପାରେ। କାରଣ ଗରମ ଏବଂ ଝାଳ ଯୋଗୁ ବ୍ଲଡ୍ ସୁଗାର ବୃଦ୍ଧି ପାଇପାରେ। ଏପରି ପରିସ୍ଥିତିରେ ସଠିକ୍ ଖାଦ୍ୟ ବାଛିବା ବହୁତ ଗୁରୁତ୍ୱପୂର୍ଣ୍ଣ। ଗ୍ରୀଷ୍ମଋତୁରେ ଏପରି କିଛି ଫଳ ମିଳିଥାଏ, ଯାହା ଶରୀରକୁ...