F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍ ଇରାନ ମାଟିରେ ନିଖୋଜ ହୋଇଯାଇଛନ୍ତି । ଇରାନୀ ସାମରିକ ବାହିନୀ ଏବଂ ଇସଲାମିକ୍…