ସାନ ପୁଅଙ୍କ ଉପରେ ଖୁସି ହୋଇ ବଡ଼ ନିଷ୍ପତ୍ତି ନେଲେ ମୁକେଶ ଅମ୍ବାନୀ! ୫ ବର୍ଷ ଲାଗି ଅନନ୍ତଙ୍କୁ ଦେଇଦେଲେ ଏହି ଦାୟିତ୍ୱ ନୂଆଦିଲ୍ଲୀ,୨୬।୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (RIL)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ 2022 ମସିହାରେ ହିଁ ତାଙ୍କ ୩ ପିଲାଙ୍କ ମଧ୍ୟରେ କମ୍ପାନୀର ବିଭିନ୍ନ ବ୍ୟବସାୟର ଦାୟିତ୍ୱ ବାଣ୍ଟି ଦେଇଥିଲେ। ଝିଅ ଈଶା ଅମ୍ବାନୀଙ୍କୁ ଖୁଚୁରା ବ୍ୟବସାୟର ଦାୟିତ୍ୱ, ବଡ଼ ପୁଅ...