ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ ଦୁଇ ଆୟୋଜକ (ଟିମ ଇଣ୍ଡିଆ ଏବଂ ଶ୍ରୀଲଙ୍କା) ସମେତ ପାଞ୍ଚଟି ଦେଶର ଦଳ…