ଗାଁରେ ଦନ୍ତା ଆତଙ୍କ, ଗୋଟିଏ ପରିବାରର ୪ ଜଣଙ୍କ ସମେତ ୬ଜଣଙ୍କୁ ଦଳିଦେଲା ରାଞ୍ଚି,୧୩।୨: ଝାଡ଼ଖଣ୍ଡ ହଜାରିବାଗ ଜିଲା ଗଣ୍ଡୱାର ଗାଁରେ ଦନ୍ତା ଆତଙ୍କ । ଗୁରୁବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ୬ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ଚାରି ଜଣ ସଦସ୍ୟ ଅଛନ୍ତି । ଘଟଣାଟି…