ମାଲକାନଗିରି,୨୮ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ନିକଟରେ ୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ଆତ୍ମସମର୍ପଣ କରିଥିବା ୬ଜଣ ମାଓବାଦୀଙ୍କ…