୭୦ ଲକ୍ଷ ଭାରତୀୟ ୟୁଜରଙ୍କୁ ବ୍ୟାନ୍ କଲା ହ୍ବାଟ୍ସଆପ୍, ନିୟମ ଉଲ୍ଲଂଘନ କଲେ ସଂଖ୍ୟା ବଢିପାରେ ନୂଆଦିଲ୍ଲୀ,୩ା୬: ନିୟମ ଉଲଂଘନ କାରଣରୁ ପ୍ରତିମାସ ହ୍ବାଟ୍ସଆପ୍ ଲକ୍ଷ ଲକ୍ଷ ଭାରତୀୟ ୟୁଜରଙ୍କୁ ବ୍ୟାନ୍ କରୁଛି। ଏହାର ସଦ୍ୟତମ ଭାରତ ମାସିକ ରିପୋର୍ଟରେ, ମେଟା ପ୍ରକାଶ କରିଛି ଯେ ଅପବ୍ୟବହାରକୁ ରୋକିବା ଏବଂ ପ୍ଲାଟଫର୍ମର ଅଖଣ୍ଡତାକୁ ବଜାୟ ରଖିବା ପାଇଁ...