ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…