Tag Archives: 77th Republic Day

ସାଧାରଣତନ୍ତ୍ର ଦିବସ ଭାଷଣରେ ଆମ୍ବେଦକରଙ୍କୁ ଭୁଲିଗଲେ ମନ୍ତ୍ରୀ, ଅଭିଯୋଗ ଆଣି ମହିଳା କର୍ମଚାରୀ କହିଲେ…

ମୁମ୍ବାଇ,୨୬ା୧: ସୋମବାର ମହାରାଷ୍ଟ୍ରର ନାସିକରେ ସାଧାରଣତନ୍ତ୍ର ଦିବସ ପାଳନ ସମୟରେ ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରିଶ ମହାଜନ ଏକ ଲଜ୍ଜାଜନକ ପରିସ୍ଥିତିର ସମ୍ମୁଖୀନ ହୋଇଥିଲେ। ଯେତେବେଳେ ଜଣେ ବନ ବିଭାଗର କର୍ମଚାରୀ ତାଙ୍କ ଭାଷଣରେ ଡକ୍ଟର ଭୀମରାଓ ଆମ୍ବେଦକରଙ୍କୁ ବାଦ୍‌ ଦେବା…

ବରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ, ସମ୍ବିଧାନର ଲିଖିତ ଆଦର୍ଶକୁ ବଜାଜୟ ରଖି…

ବରଗଡ଼,୨୬ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଦର ମହକୁମାରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ପାଳିତ ହୋଇଛି। ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ…

ଭାରତ ମାତା ପୂଜନ ଉତ୍ସବରେ ଓଲଟା ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୨୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ୧୪ ତମ ଭାରତମାତା ପୂଜନ ଉତ୍ସବ ପାଳନ ସହ ବନ୍ଦେ ମାତରଂର ୧୫୦ତମ ବର୍ଷ ପୂର୍ତ୍ତି ଅବସରରେ ନିଆରା ଢଙ୍ଗରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ…

ଯୁବପିଢ଼ିଙ୍କ ପାଇଁ ଖୁସି ଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଦେଲେ ମୁଖ୍ୟମନ୍ତ୍ରୀ, ୫ବର୍ଷରେ…

ଭୁବନେଶ୍ୱର,୨୬ା୧: ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୫ ବର୍ଷରେ ଦେଢ଼ ଲକ୍ଷ ସରକାରୀ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଆସନ୍ତା ବର୍ଷଗୁଡିକ…

ପାଟଣାରେ ୭୭ତମ ସାଧାରଣତନ୍ତ୍ର ଦିବସ: ତ୍ରିରଙ୍ଗା ଉତ୍ତୋଳନ କରି ବିଧାୟକ କହିଲେ ସ୍ବାଧୀନତା ସଂଗ୍ରାମୀଙ୍କୁ…

ପାଟଣା,୨୬ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସୋମବାର ପାଟଣା ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ନୂଆଦିଲ୍ଲୀ,୨୬ା୧:  ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଅଶୋକ ଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି।…

୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି, କୋରାପୁଟ କଫି…

କୋରାପୁଟ, ୭ା୧(ଅମିତାଭ ବେହେରା ): କୋରାପୁଟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ବୁଧବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri