ନଦୀକୂଳରେ ଖେଳୁଥିବା ବେଳେ ନାବାଳକଙ୍କୁ ଟାଣିନେଲା କୁମ୍ଭୀର ଅନୁଗୋଳ,୨୯ା୬: ଅନୁଗୋଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳକଙ୍କୁ ମହାନଦୀକୁ ଟାଣି ନେଇଥିଲା କୁମ୍ଭୀର। ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା। ଖବର...