ଅନୁଗୋଳ,୨୯ା୬: ଅନୁଗୋଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳକଙ୍କୁ ମହାନଦୀକୁ ଟାଣି ନେଇଥିଲା କୁମ୍ଭୀର। ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ…