ଶ୍ରୀଲଙ୍କା ଛାଡିଲା ୮୪ ଇରାନୀ ନାବିକଙ୍କ ମୃତଦେହ ନେଇ ଯାଉଥିବା ତୁର୍କୀ ବିମାନ, ପ୍ରତିଶୋଧର ଶପଥ ନେଲା… କଲମ୍ବୋ,୧୪।୩: ଭାରତ ମହାସାଗରରେ ଆମେରିକୀୟ ଆକ୍ରମଣର ଶିକାର ହୋଇଥିବା ଇରାନୀ ଯୁଦ୍ଧଜାହାଜ IRIS ଡେନା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଏହି ଆକ୍ରମଣରେ ମୃତ୮୪ ଜଣ ଇରାନୀ ନାବିକଙ୍କ ମୃତଦେହକୁ ସ୍ବଦେଶ ଫେରାଇ ଆଣିଛି। ଶ୍ରୀଲଙ୍କାର ଦକ୍ଷିଣ…