8th Pay Commissionକୁ ନେଇ ଆସିଲା ବଡ଼ ଅପ୍ଡେଟ୍: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିବ… ନୂଆଦିଲ୍ଲୀ,୧୪।୮: ସାରା ଦେଶରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଗଠନ ପାଇଁ ଅପେକ୍ଷା କରିଛନ୍ତି। କିନ୍ତୁ, ଏହି ସରକାରୀ ବିଜ୍ଞପ୍ତି ଏପର୍ଯ୍ୟନ୍ତ ଜାରି କରାଯାଇ ନାହିଁ। ଏବେ...