ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ ଅନେକ କର୍ମଚାରୀଙ୍କ ଖାତାକୁ ଏକା ସାଙ୍ଗରେ ଲକ୍ଷାଧିକ ଟଙ୍କା ଆସିବାକୁ ଯାଉଛି। ଯାହାକୁ…