Tag Archives: 8th Pay Commission

ଅଷ୍ଟମ ବେତନ କମିଶନ: ଦରମା ବଢ଼ିବ, କିନ୍ତୁ DA ହୋଇଯିବ ଶୂନ?

ନୂଆଦିଲ୍ଲୀ,୫।୧୧:ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର। କେନ୍ଦ୍ର ସରକାର ସମ୍ପ୍ରତି 8ମ ବେତନ କମିଶନ ପାଇଁ ସର୍ତ୍ତାବଳୀ (ToR)କୁ ମଞ୍ଜୁର କରିଛନ୍ତି। ଏହାର ଅର୍ଥ ହେଉଛି ଆଗାମୀ ମାସଗୁଡ଼ିକରେ ସରକାରୀ କର୍ମଚାରୀଙ୍କ ବେତନ ଏବଂ…

ଦୀପାବଳି ପୂର୍ବରୁ ବଡ଼ ଉପହାର: ଏତେ ବଢିଯିବ ଦରମା, DA HRA ସହ ମିଶି ଆସିବ…

ନୂଆଦିଲ୍ଲୀ,୧୪।୯: କେନ୍ଦ୍ରୀୟ ସରକାରୀ କର୍ମଚାରୀ ଏବଂ ପେନ୍ସନଧାରୀଙ୍କୁ ଦୀପାବଳି ପୂର୍ବରୁ ଖୁସି ଖବର। ସୂଚନା ଅନୁଯାୟୀ, ସେମାନଙ୍କର ଡିଆର୍‌ ଏଲାଉନ୍ସ (ଡିଏ)ରେ ୩% ବୃଦ୍ଧି ହେବାର ଆଶା କରାଯାଉଛି, ଯାହା ଡିଏକୁ ବର୍ତ୍ତମାନର ୫୫%ରୁ ବୃଦ୍ଧି ପାଇ ୫୮% ହେବ। ଏହା…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସରକାରୀ କର୍ମଚାରୀଙ୍କୁ ଖୁବ୍‌ଶୀଘ୍ର ମିଳିବ…

ନୂଆଦିଲ୍ଲୀ,୯।୯: ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ପ୍ରାୟ ଏକ ବର୍ଷ ଧରି ଅଷ୍ଟମ ବେତନ କମିଶନ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। କମିଶନ ଗଠନରେ ବିଳମ୍ବ ଏବଂ ଅନିଶ୍ଚିତତା ମଧ୍ୟରେ ଏକ ଆଶ୍ୱସ୍ତିର ଖବର ଆସିଛି। କେନ୍ଦ୍ର ସରକାର ସ୍ପଷ୍ଟ…

8th Pay Commission: ୨୦୨୮ ପୂର୍ବରୁ ବଢିବନି ଦରମା କି ପେନସନ୍ !

ନୂଆଦିଲ୍ଲୀ,୨୬।୮: ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ରାଜ୍ୟ ସରକାର, ପ୍ରତିରକ୍ଷା ମନ୍ତ୍ରାଳୟ, ଗୃହ ମନ୍ତ୍ରାଳୟ ସହ ଆଲୋଚନା ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର । କିନ୍ତୁ ୮ମ ବେତନ କମିଶନ ଲାଗୁ ହେବା ନେଇ ବଡ଼ ଅପଡେଟ ସାମ୍ନାକୁ…

8th Pay Commission କୁ ନେଇ ଆସିଲା ବଡ଼ ଖବର, ଏହିଦିନ ସରକାରୀ କର୍ମଚାରୀଙ୍କୁ ମିଳିବ…

ନୂଆଦିଲ୍ଲୀ,୧୬।୮: ଅଷ୍ଟମ ବେତନ କମିଶନ ଗଠନ ଘୋଷଣା ହେବାର ପ୍ରାୟ ସାତ ମାସ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ ଏହାକୁ କାର୍ଯ୍ୟକାରୀ କରିବା ସମ୍ପର୍କରେ କୌଣସି ପଦକ୍ଷେପ ନିଆଯାଇନାହିଁ। ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀ ଏହି କମିଶନ କେବେ…

ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପ୍‌ଡେଟ୍‌: ଖୁବ୍‌ଶୀଘ୍ର ସରକାରୀ ଚାକିରିଆଙ୍କୁ ମିଳିବ ଖୁସି ଖବର, ଜାଣନ୍ତୁ ପୂରା ତଥ୍ୟ…

ନୂଆଦିଲ୍ଲୀ,୩ା୮: ୧ କୋଟିରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନ୍‌ସନ୍‌ଭୋଗୀ ଖୁବ୍‌ଶୀଘ୍ର ଖୁସି ଖବର ପାଇବାକୁ ଯାଉଛନ୍ତି। ରିପୋର୍ଟ ଅନୁଯାୟୀ, ଅର୍ଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ରାଜ୍ୟସଭାରେ ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ, ସରକାରଙ୍କୁ ବିଭିନ୍ନ ଅଂଶୀଦାରଙ୍କଠାରୁ…

ଅଷ୍ଟମ ବେତନ କମିଶନକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: କେବେ ହେବ ଲାଗୁ, କେନ୍ଦ୍ର ସରକାର ଦେଲେ ସୂଚନା

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ସରକାର ଆନୁଷ୍ଠାନିକ ଭାବରେ ଅଷ୍ଟମ କେନ୍ଦ୍ରୀୟ ବେତନ କମିଶନ (8th CPC) ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ପଦକ୍ଷେପ ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଦରମା ଗଠନ ଏବଂ…

8th pay commission: ସରକାରୀ କର୍ମଚାରୀଙ୍କ ପାଇଁ ଆସିଲା ଖୁସିଖବର, ଏହି ଦିନଠୁ…

ନୂଆଦିଲ୍ଲୀ,୧୪।୭: ଦେଶର ୪୪ ଲକ୍ଷ ସରକାରୀ କର୍ମଚାରୀ ଏବଂ ୬୮ ଲକ୍ଷ ପେନସନଭୋଗୀ ଅଷ୍ଟମ ବେତନ କମିଶନ ଲାଗୁ ହେବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ବର୍ଷ ପ୍ରାରମ୍ଭରେ, କେନ୍ଦ୍ର କ୍ୟାବିନେଟ ଅଷ୍ଟମ ବେତନ କମିଶନ ଗଠନକୁ ଅନୁମୋଦନ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ଏତିକି ବଢ଼ିପାରେ ଆପଣଙ୍କ ଦରମା

ନୂଆଦିଲ୍ଲୀ,୨୪।୪: ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ ସେମାନଙ୍କ ଦରମାରେ ଏକ ବଡ଼ ବୃଦ୍ଧି ଘଟିବ। କାରଣ ପ୍ରତ୍ୟେକ ପେ’ କମିଶନରେ କେବଳ ଦରମା ବୃଦ୍ଧି ହୁଏ ନାହିଁ ବରଂ ଏହାର…

୩୫ଟି ପଦବୀରେ କେନ୍ଦ୍ର ସରକାର କରିବେ ନୂଆ ନିଯୁକ୍ତି, ବଢିବ ୩୫ପ୍ରତିଶତ ଯାଏ ଦରମା

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଅଷ୍ଟମ ବେତନ ଆୟୋଗର ଘୋଷଣା ପରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ଆୟୋଗର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ମୋଦି ସରକାର ୩୫ଟି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନୂଆ ନିଯୁକ୍ତି କରିବାର ଯୋଜନା କରୁଛନ୍ତି।…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ସରକାର ଆଣିବେ ନୂଆ ଯୋଜନା

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନ ଘୋଷଣା ପରେ, କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଆଶା ପୁଣି ଥରେ ବୃଦ୍ଧି ପାଇଛି। ଚଳିତ ବର୍ଷ ଜାନୁଆରୀରେ, ସରକାର ଆନୁଷ୍ଠାନିକ ଭାବରେ ୮ମ ବେତନ କମିଶନ ଗଠନ ଘୋଷଣା କରିଥିଲେ। ଏହି କମିଶନର…

8th Pay Commission: ୨୦୨୬ ଜାନୁଆରୀ ପହିଲାରୁ ଅବସର ନେଉଥିବା କର୍ମଚାରୀଙ୍କୁ ମିଳିବ କି ନାହିଁ ୮ମ ବେତନ କମିଶନର ଲାଭ? ଜାଣନ୍ତୁ…

ନୂଆଦିଲ୍ଲୀ,୬।୪: ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ଚାଲିଛି। ଏହା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଚିନ୍ତା ବଢ଼ିପାରେ। କାରଣ କର୍ମଚାରୀମାନଙ୍କ ମନରେ ପ୍ରଶ୍ନ ହେବ ଯେ ଯଦି ସେମାନେ ୨୦୨୬ ଜାନୁଆରୀ ୧ ପୂର୍ବରୁ ଅବସର ନିଅନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?