୮ମ ଜିଲା ପରିଷଦ ବୈଠକ: ବିଧାୟକ ସିଦ୍ଧାନ୍ତ ମହାପାତ୍ର ଯୋଗ ଦେଇ ମନରେଗା ସହିତ… ଛତ୍ରପୁର,୬ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ଗଞ୍ଜାମ ଜିଲାପରିଷଦର ୮ମ ବୈଠକ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନରେଗା ଗ୍ରାମୀଣ ଗୃହ ସହିତ ବିଭିନ୍ନ ବିଭାଗର ବୈଠକରେ ଆଲୋଚନା ହୋଇଥିଲା। ଦିଗପହଣ୍ଡି ବିଧାୟକ ଡଃ ସିଦ୍ଧାନ୍ତ…