ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍ ଜୋରଦାର୍ କରିଛି। ଗତ ୭ଦିନ ମଧ୍ୟରେ ପୋଲିସ ଏଭଳି ପ୍ରାୟ ୧୫କୋଟି ଟଙ୍କାର ସାଇବର…