୧୨ ଘଣ୍ଟାରେ ଇରାନ୍ର ୯୦୦ ଠିକଣାରେ ବୋମାମାଡ଼ ତେହରାନ୍ ,୨ା୩: ଆମେରିକା ଏବଂ ଇସ୍ରାଏଲର ମିଳିତ ସେନା ଗତ ୧୨ ଘଣ୍ଟା ମଧ୍ୟରେ ଇରାନ୍ର ପ୍ରମୁଖ ୯୦୦ ଠିକଣାରେ ବୋମାମାଡ଼ କରିଛନ୍ତି। ଏଥିମଧ୍ୟରୁ ସର୍ବାଧିକ ଇରାନ୍ର ସାମରିକ ପ୍ରତିଷ୍ଠାନ ଏବଂ ଅସ୍ତ୍ର ଭଣ୍ଡାର ରହିଛି। ଏହାମଧ୍ୟରେ ଇରାନର ଏକ ଯୁଦ୍ଧ ଜାହାଜକୁ…