କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଶନିବାର…