ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି… ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସଙ୍କେତ ହୁଡ଼ାରେ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର…