ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ ବଢ଼ି ୭୦ ବର୍ଷରେ ପହଞ୍ଚତ୍ଲାଣି। ଏହି ବୟସରେ କ’ଣ ସବୁ ଘଟିବ, କେହି…