ଦୁଃଖ ଖୋଜୁଥିବା ମଣିଷ କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ ଦେଖେଇ ହେଲା ଭଳି ଅନେକ କଥା କହେ। ବିଶେଷକରି ଦୁଃଖୀ ମଣିଷ ନିକଟରେ…