ଏଣିକି ଇପିଏଫଓ UAN କାର୍ଯ୍ୟକାରୀ କରିବା ହେଲା ସହଜ, ଆସିଲା ନୂଆ ଫିଚର ନୂଆଦିଲ୍ଲୀ,୯।୪: ଆଧାର-ଆଧାରିତ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି (ଏଫଏଟି) ଏହାର ଅତିରିକ୍ତ ସୁରକ୍ଷା ପାଇଁ ପ୍ରତିଷ୍ଠାନଗୁଡ଼ିକ ମଧ୍ୟରେ ଲୋକପ୍ରିୟ ହେବାରେ ଲାଗିଛି। ବର୍ତ୍ତମାନ, କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀମାନଙ୍କ ପାଇଁ କାର୍ଯ୍ୟକୁ ସହଜ କରିବା ପାଇଁ ଏହି ପ୍ରଯୁକ୍ତିବିଦ୍ୟାକୁ ଗ୍ରହଣ…