ସାର ପାଇଁ ରାତି ଉଜାଗର ଚାଷୀ, ଲାଇନ୍ରେ ରହିଛି ବ୍ୟାଗ୍-ଆଧାରକାର୍ଡ ବଣାଇଁ,୧୧ା୯(ପ୍ରଦୀପ ତ୍ରିପାଠୀ): ସାର ପାଇଁ ଲାଇନ ଲାଗିଛି ଆଧାରକାର୍ଡ ଓ ବ୍ୟାଗ୍। ଚାଷୀଟିଏ ସାମାନ୍ୟ ସାର ଟିକେ ପାଇଁ ଦିନଦିନ ଧରି ଅପେକ୍ଷା କରୁଥିବା ବେଳେ ବୁଧବାର ନରେନ୍ଦ୍ର ଲ୍ୟାମ୍ପସକୁ ସାର ଆସିଥିବା ଖବର ଶୁଣି ରାତି ଉଜାଗର ହୋଇ...